ଟିଏମସି ନେତାଙ୍କ ଘରେ ବିସ୍ଫୋରଣ, ୩ ମୃତ

କୋଲକାତା: ପଶ୍ଚିମବଙ୍ଗର ପୂର୍ବ ମେଦିନପୁର ଜିଲ୍ଲାରେ ଜଣେ ତୃଣମୂଳ କଂଗ୍ରେସ ନେତାଙ୍କ ଘର ଉପରେ ବୋମା ବିସ୍ଫୋରଣ। ଏହି ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର…