୨୦୨୫ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗାଁକୁ ବିଜୁଳି : ଶକ୍ତିମନ୍ତ୍ରୀ କେ.ଭି ସିଂଦେଓ

୨୦୨୫ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗାଁକୁ ବିଜୁଳି ସଂଯୋଗ କରାଯିବ। ଆଜି ବିଧାନସଭା ପ୍ରଶ୍ନକାଳରେ ବିଜୁଳି ସଂଯୋଗ ସମ୍ପର୍କରେ ଆଲୋଚନା ହେବା ବେଳେ ଏହା କହି…