ଯୋଡ଼ା ବ୍ଲକ୍ ହରମଠ ଗାଁରେ ଏବେ ଗୋଠଛଡ଼ା ଦନ୍ତା ହାତୀର ଉପଦ୍ରବ ଗ୍ରାମବାସୀଙ୍କ ନିଦ ହଜାଇ ଦେଇଛି। ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ଗାଁ ଭିତରେ ପଶି ବ୍ୟାପକ ଭଙ୍ଗାରୁଜା କରିବା ସହ ୧୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗି ଦେଇଛି।