ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ: ୨ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ନରେଲାସ୍ଥିତ ଏକ ପ୍ଲାଷ୍ଟିସ ପ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ। ମଙ୍ଗଳବାର ସକାଳୁ ସକାଳୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮…