ଇଟାଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଇଟାଲୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ…