କପଡା ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୩ଶ୍ରମିକ ମୃତ

ଉତ୍ତରପ୍ରଦେଶର ଗାଜିଆବାଦରେ ବଡ ଅଘଟଣ । ଏକ କପଡା ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ତିନିଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ମଧ୍ୟ…