ନିରଞ୍ଜନଙ୍କ ହାତକୁ ଗଲା ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ବର: ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ହେଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ସୋମବାର ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଅତିରକ୍ତଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ବ ଦିଆଯାଇଛି।…