ଭଟିଣ୍ଡାରେ ମର୍ମନ୍ତୁଦ ଦୁର୍ଘଟଣା

ପଞ୍ଜାବ ଭଟିଣ୍ଡାରେ ମର୍ମନ୍ତୁଦ ଦୁର୍ଘଟଣା। ନାଳକୁ ବସ ଖସି ୮ ଜଣଙ୍କ ମୃତ୍ୟୁ ହୋଇଛି। ଅନେକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି…