ମହାକୁମ୍ଭରେ ବୁଡ ପକାଇଲେ ଗୃହମନ୍ତ୍ରୀ ଅମିତ ଶାହା

ପ୍ରାୟଗରାଜ ମହାକୁମ୍ଭରେ ବୁଡ଼ ପକାଇଲେ ଗୃହମନ୍ତ୍ରୀ ଅମିତ ଶାହ । ଗୃହମନ୍ତ୍ରୀଙ୍କ ସାଙ୍ଗରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସଙ୍ଗମରେ ପବିତ୍ର ବୁଡ଼ ପକାଇଛନ୍ତି ।…