ତାଳଚେରରେ ଥମୁନି କଳାବେପାର ।ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

କଳା ହୀରା ବା କୋଇଲାର ସହର ତାଳଚେର । ଇଂରେଜ ଶାସନ ସମୟରୁ ୧୮୩୭ ମସିହାରେ ଏଠାରେ ମାଟି ତଳେ କୋଇଲା ଥିବା ନେଇ ଚିହ୍ନଟ ହୋଇଥିଲା…