ଭାରତ-ଚୀନ ସେନା ସଂଘର୍ଷକୁ ନେଇ ସଂସଦରେ ହଙ୍ଗାମା

ନୂଆଦିଲ୍ଲୀ: ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ। ଭାରତ-ଚାଇନା ସୀମା ବିବାଦ ପ୍ରସଙ୍ଗକୁ ନେଇ ସଂସଦରେ ବିରୋଧିଙ୍କ ହୋହଲ୍ଲା। ଜାତୀୟ ନିରାପତ୍ତା ପ୍ରସଙ୍ଗରେ ଆଲୋଚନା କରିବାକୁ ଅନୁମତି ଦେବାକୁ ବିରୋଧିଙ୍କ…