ଅନ୍ଧ ନୁହେଁ ଆଇନ୍ । ନ୍ୟାୟ ଦେବୀଙ୍କ ଆଖିରୁ ହଟିଲା କଳାପଟ

ଭାରତୀୟ ଆଇନ ଅନ୍ଧ ନୁହେଁ। ନ୍ୟାୟ ଦେବୀ ସମସ୍ତଙ୍କ ବିଚାର ଠିକ ଭାବେ କରନ୍ତି। ଏହି ବାର୍ତ୍ତା ଏଣିକି ଲୋକଙ୍କ ପାଖରେ ପହଞ୍ଚିବ। ଭାରତୀୟ ଆଇନ ଅନ୍ଧ…