ଆଇଏଏସ ଅଧିକାରୀ ପୂଜା ସିଂଘଲଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର

ନୂଆଦିଲ୍ଲୀ: ଜେଲରେ ଥିବା ନିଲମ୍ବିତ ଆଇଏଏସ ଅଧିକାରୀ ପୂଜା ସିଂଘଲଙ୍‌କୁ ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ଏକ ମାସର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ପୂଜାଙ୍କ ଝିଅ ଅସୁସ୍ଥ…