ଗିରଫ ହେଲେ ଆଇଆଇଟି ବାବା ଅଭୟ ସିଂ

ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ଚର୍ଚ୍ଚାକୁ ଆସିଥିବା ବାବା ଏବେ  ଜୟପୁର ପୋଲିସ ହାତରେ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ ।…