ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳିବିନିମୟ: ଜଣେ ଯବାନ ସହିଦ, ୪ ଗୁରୁତର

ପୁଣିଥରେ ଜାମୁ-କାଶ୍ମୀର କୁପୱାଡ଼ା ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାବାହିନୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନକାଉଣ୍ଟରରେ ଜଣେ ଯବାନ ସହିଦ, ୪ଜଣ ଗୁରୁତର ହୋଇଛନ୍ତି । ଆହାତ…