ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିସହ  ଦୁଇ ଉପ-ମୁଖ୍ୟମନ୍ତ୍ରୀ ମଧ୍ୟ  ଜେପି ନଡ୍ଡାଙ୍କୁ ଭେଟିଛନ୍ତି…