ଏବେ ଚାଲିଛି ଡେଟିଂ, ଆଗକୁ ବାହାଘର…ଅଭିନେତ୍ରୀ ସୁସ୍ମିତା ସେନଙ୍କୁ ଡେଟ କରୁଛନ୍ତି ଲଳିତ ମୋଦୀ

ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନଙ୍କୁ ନେଇ ଆସିଛି ବିସ୍ଫୋରକ ଖବର । ବ୍ୟବସାୟୀ ତଥା କ୍ରିକେଟ୍ ପ୍ରଶାସକ ଭାବେ ପରିଚିତ ଲଳିତ ମୋଦୀଙ୍କ ସହ ସୁସ୍ମିତା ସଂପର୍କରେ…