ରାଷ୍ଟ୍ରପତିଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ: ମମତା ମାଗିଲେ କ୍ଷମା

କୋଲକାତା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଟିଏମସି ମନ୍ତ୍ରୀଙ୍କ ଅଶାଳୀନ ଟିପ୍ପଣୀକୁ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଟିଏମସି ମନ୍ତ୍ରୀ ଅଖିଳ ଗିରି ରାଷ୍ଟ୍ରପତିଙ୍କ…