ନିଶା ଦେଇ ଦୁଷ୍କର୍ମ- ବନ୍ଧା ହେଲେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

ଦୁଷ୍କର୍ମ ମାମଲାରେ ବନ୍ଧା ହେଲେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ। ନିଶା ଦେଇ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଥିବାର ଆରୋପ ରହିଛି। ଉଜିତଙ୍କୁ ଗିରଫ କରିଛି…