୧୫୦ରୁ ଅଧିକ ମାଓ ସମର୍ଥକଙ୍କ ଆତ୍ମସମର୍ପଣ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ପୋଲିସ ନିକଟରେ ୧୫୦ରୁ ଅଧିକ ମାଓ ସମର୍ଥକଙ୍କ ଆତ୍ମସମର୍ପଣ। ଆତ୍ମସମର୍ପଣ କରିବା ସହ ମାଓବାଦୀଙ୍କ ସହିଦ ସ୍ମୃତି ସ୍ତମ୍ଭକୁ ଭାଙ୍ଗିଛନ୍ତି ମାଓ ସମର୍ଥକ।…