ଜାତୀୟ

ଭାରତର ଦୀର୍ଘ ସାମୁଦ୍ରିକ ସେତୁ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ ପାଇଁ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଭାରତର ଦୀର୍ଘ ସାମୁଦ୍ରିକ ସେତୁ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ (ଏମଟିଏଚଏଲ) ପାଇଁ ସନ୍ତୋଷ ବ୍ୟକ୍ତ କରିଛନ୍ତି ଓ କହିଛନ୍ତି ଏହି ଆଗାମୀ ପୀଢିର ଭିତ୍ତିଭୂମି ଲୋକଙ୍କ ସହଜ ଜୀବନ ଶୈଳୀକୁ ପ୍ରୋତ୍ସାହିତ କରିବ ।

ଏମଟିଏଚଏଲର ବିଶେଷତ୍ୱ ସମ୍ପର୍କରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବୀଶଙ୍କ ଟ୍ୱିଟର ପ୍ରତ୍ୟୁତ୍ତର ଦେଇ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଆଗାମୀ ପୀଢିର ଭିତ୍ତିଭୂମି ଲୋକଙ୍କ ସହଜ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବ ।”

Related Articles

Leave a Reply

Your email address will not be published.

Back to top button