ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

ପଞ୍ଚାୟତ ଉପନିର୍ବାଚନକୁ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ ଆୟୋଗ। ସଅଳ ମୌସୁମୀ ଆସୁଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି କମିଶନର। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ସନ୍ତୋଷ କୁମାର…