ପବିତ୍ର ମୂଳାଷ୍ଟମୀ: ଶ୍ରୀମନ୍ଦିରରେ ମା ବିମଳାଙ୍କ ପୀଠରେ ହେବ ଷୋଡଶ ଦିନାତ୍ମକ ପୂଜା

ଆଜି ପବିତ୍ର ମୂଳାଷ୍ଟମୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସହସ୍ର କୁମ୍ଭାଭିଷେକ ନୀତି। ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା ବିମଳାଙ୍କ ପୀଠରେ ଆରମ୍ଭ ହେବ ଷୋଡଶ ଦିନାତ୍ମକ ପୂଜା। ଏହି ଅବସରରେ…