ମୁଲାୟମଙ୍କ ସ୍ବାସ୍ଥ୍ୟ ଗୁରୁତର, ଆଇସିୟୁରେ ଭର୍ତ୍ତି

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସ୍ବାସ୍ଥ୍ୟ ଗୁରୁତର। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି।…