ଚିକିତ୍ସାଧୀନ ଅବସ୍ଥାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପରଲୋକ

() ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ। ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ହିଁ ତାଙ୍କ ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ। ରବିବାର…