ଦେଶରେ ନୂଆ ଆଇନ ଲାଗୁ ପରେ ରୁଜୁ ହୋଲା ପ୍ରଥମ ଏଫଆଇଆର

ଆଜିଠୁ ସାରା ଦେଶରେ ଲାଗୁ ହୋଇଛି ନୂଆ ଭାରତୀୟ ନ୍ୟାୟ ସଂହିତା। ଏଥିସହିତ ଉଚ୍ଛେଦ ହୋଇଛି ୧୮୬୦ ମସିହାରୁ ଚାଲିଆସୁଥିବା ବ୍ରିଟିଶ ନିୟମ। ଫଳରେ ପ୍ରାୟ ଦେଢ଼ ଶହ ବର୍ଷ…