ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ ମଞ୍ଜୁରୀ ପରେ ଖୁସି

() ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର। ଶିମିଳିପାଳ ଓ ସାତକୋଶିଆ ପରେ ଓଡ଼ିଶାରେ ହେବାକୁ ଯାଉଛି ଆଉ ଏକ ବ୍ୟାଘ୍ର ଅଭୟାରଣ୍ୟ। ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ…