ଥାନା ଆଗରେ ମହିଳାଙ୍କୁ ଘୋଷାଡି ଘୋଷାଡି ମାରିଲା ପୋଲିସ…

ଚାନ୍ଦବାଲି ପୋଲିସର ବର୍ବରତା। ଥାନା ସମ୍ମୁଖରେ ଜଣେ ମହିଳାଙ୍କୁ ୨ ଜଣ ପୋଲିସ କର୍ମଚାରୀ ଘୋଷାଡି ଘୋଷାଡି ମାଡ଼ ମାରୁଥିବା  ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।…

ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ

ମାଲକାନଗିରି ଡିଏନକେ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସାଇକେଲକୁ ପଛପଟୁ ଧକ୍କା ଦେଲା ଟ୍ରକ୍। ଘଟଣାସ୍ଥଳରେ ମା’ ର ମୃତୁ ହୋଇଥିବା ବେଳେ ପୁଅ ଗୁରୁତର…

ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟିଦିଅଁ : ଆଜିଠୁ ଅଲାରନାଥ ଦର୍ଶନ

ସ୍ନାନମଣ୍ଡପରେ ସୁନାକୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଅଣସର ଘର ଅଣସର ପିଣ୍ଡିରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କୁ ସୁସ୍ଥ କରିବାକୁ ଅଣସର ପିଣ୍ଡିରେ…

ନିଜ ଜନ୍ମ ମାଟିକୁ ଯିବେ ମୁଖ୍ୟମନ୍ତ୍ରୀ

ଆଜି ନିଜ ଜନ୍ମମାଟିକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ମୋହନ ମାଝୀ ପ୍ରଥମଥର ପାଇଁ କେନ୍ଦୁଝର ଜିଲ୍ଲା…

ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ଘଟଣା: ୯ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର ଦୁଇ ଗୋଷ୍ଠୀ ସଂଘର୍ଷ ଘଟଣା। ଜାରି ଥିବା କର୍ଫ୍ୟୁ ପରିସ୍ଥିତି ଉପରେ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ। ଆଜିଠାରୁ ସକାଳ ୫ ଟାରୁ ଅପରାହ୍ନ ୨ ଟା…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ୱ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ୱ। ନୀତି ବିଳମ୍ୱ ଯୋଗୁଁ ମଙ୍ଗଳ ଆଳତି ମଧ୍ୟ ସମ୍ପନ୍ନ ହୋଇନି। ଗତକାଲି ରାତି ସମୟରେ ପୂଜାପଣ୍ଡା ଏବଂ ସିଙ୍ଗାରୀ ସେବାୟତଙ୍କ ଭିତରେ…

ଡିପଥେରିଆ ସଂକ୍ରମଣ ରୋକିବାକୁ ଟିକା ଉପରେ ଗୁରୁତ୍ୱ…

ଓଡ଼ିଶାରେ ସଂକ୍ରମଣର ରୂପ ନେଉଛି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ରୋଗ। ରାୟଗଡ଼ା ପରେ ବର୍ତ୍ତମାନ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଏହି…

ବାଲେଶ୍ୱରରେ ଆଜି ମଧ୍ୟରାତ୍ର ଯାଏଁ କର୍ଫ୍ୟୁ

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣା। ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ଏନେଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଓଟି ରୋଡକୁ ସଂଯୋଗ…

ଜିଲ୍ଲାୱାରୀ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା। ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ । ମେରିଟ ଲିଷ୍ଟ ଅନୁସାରେ ଜିଲ୍ଲାୱାରୀ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ…

ବିଧାୟକଙ୍କ ପାଖକୁ ଯାଉଛି ଫୋନ କଲ…

ଆରମ୍ଭ ହୋଇଗଲାଣି କାଉଣ୍ଟ ଡାଉନ । ଆଉ କିଛି ସମୟ ପରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ…