ଦହିବରା ଖାଇ ୪ ଛାତ୍ରୀ ଅସୁସ୍ଥ

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମଠକରଗୋଳା ଗାଁରେ ଦହିବରା ଖାଇ ୪ ଜଣ ସ୍କୁଲ ଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ଛାତ୍ରୀ ମାନଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର…

ମୁଖ୍ୟମନ୍ତ୍ରୀଙ୍କ ଚାଏ ପେ ଚର୍ଚ୍ଚା

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀଙ୍କ ଚାଏ ପେ ଚର୍ଚ୍ଚା। ୩ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ହେବା ପ​‌ରେ ଏହା ତାଙ୍କର ଦ୍ଵିତୀୟ…

ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର

କଟକ ଜିଲ୍ଲା ସାଲେପୁର ଥାନା ନାଳିଆମୁହଁ ନିକଟ ଅଲିପୁର ଗାଁରେ ଅଭାବନୀୟ ଘଟଣା। ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର। ମୃତ ଯୁବକ ହେଲେ ଅଲିପୁର…

ପାଣି ଘେରରେ ଭୋଗରାଇ ବ୍ଲକର ୪୦ ଗାଁ

ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ୪ଟି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବାଲେଶ୍ୱର ଜିଲ୍ଲାରେ ଅଧିକ କ୍ଷୟକ୍ଷତି ହୋଇଛି। ପାଣି ଘେରରେ ଭୋଗରାଇ ବ୍ଲକର ୪୦…

ନବରଙ୍ଗପୁରରେ ଚାଞ୍ଚଲ୍ୟ : ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ନବରଙ୍ଗପୁର ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍କୁଲ ପଛରେ ଥିବା ଏକ ବୁଦାମୂଳରୁ ଛାତ୍ରୀଙ୍କର କ୍ଷତାକ୍ତ ମୃତଦେହ…

ବୃଦ୍ଧଙ୍କୁ ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡାରେ ପୁଣି ଜଣଙ୍କୁ ଝାମ୍ପିନେଲା କୁମ୍ଭୀର। ଆଳି ଅନ୍ତର୍ଗତ ଦିନିଆରି ଗାଁ ନିକଟ ପାନିଆ ଯୋରରେ ଜଣେ ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେଇଛି। ନିଖୋଜ ବ୍ୟକ୍ତି ହେଉଛନ୍ତି…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ବାମନ ରୂପୀ ବାଳକ ରୂପରେ ଶ୍ରୀଜଗନ୍ନାଥ ରତ୍ନ ସିଂହାସନରେ ବିଜେ କରିବେ। ଶ୍ରୀବଳଭଦ୍ରଙ୍କୁ ରାଜବେଶ ଓ ଦେବୀ ସୁଭଦ୍ରାଙ୍କୁ ସାଧାରଣ…

ବିପଦ ସଂକେତ ଉପରେ ଜଳକା ନଦୀର ଜଳସ୍ତର

ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର। ଗତ ୨ଦିନ ହେଲା ଜଳକା ନଦୀ ଅବବାହିକା ସମେତ ଉପରମୁଣ୍ଡ- ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡା,…

ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ: ମାଡିଗଲା କାଦୁଅ ପାଣି

ଭୁଶୁଡ଼ିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ। ଚାଷ ଜମିରେ ମାଡିଗଲା କାଦୁଅ ପାଣି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ଥିବା ବେଦାନ୍ତ କମ୍ପାନୀର ବସନ୍ତପଡାରେ ନିର୍ମାଣ କରାଯାଇଥିବା ରେଡ୍…