ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା….

ଖୋଲିଲା ଶ୍ରୀମନ୍ଦିରର ୪ଦ୍ବାର। ଭକ୍ତଙ୍କ ଦାବି ହେଲା ପୂରଣ। ମହାପ୍ରଭୁଙ୍କ ଦର୍ଶନ ପରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…