୧୦ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨, ୫୭, ୪୭୪ ଭୋଟର

ବରଗଡ଼: ସୋମବାର ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ ମତଦାନ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌ ହେବ।…