ଆସିଲା ଧର୍ମେନ୍ଦ୍ରଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ବର: ଆସିଲା ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ। ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଶ୍ବାସରୁଦ୍ଧ କାରଣରୁ ହୋଇଛି। ତାଙ୍କ ଶରୀରରେ ଅନ୍ୟ କୌଣସି କ୍ଷତଚିହ୍ନ…