ଶ୍ୱାସରୁଦ୍ଧ ଯୋଗୁଁ ଶୁଭଶ୍ରୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଶୁଭଶ୍ରୀ ମହାପାତ୍ର ମୃତ୍ୟୁ ଘଟଣା। ଜୀବିତ ଅବସ୍ଥାରେ ବେକରେ ଚୁନୀ ଭଳି ସଫ୍ଟ୍ କପଡ଼ାରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରେ ସ୍ପଷ୍ଟ ଜଣାପଡ଼ିଛି।…