ଐତିହ୍ୟ ଓ ଧାର୍ମିକ ସ୍ଥଳୀଗୁଡ଼ିକର ବିକାଶ ଓ ସୁରକ୍ଷା ନେଇ ସମୀକ୍ଷା ବୈଠକ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କେଦାରଗୌରୀ, ଖଣ୍ଡଗିରି, କପିଳେଶ୍ୱର ଓ ମୁକ୍ତେଶ୍ୱର ପରି…