ପ୍ରୀତି ସୁଦାନ ୟୁପିଏସସିର ନୂଆ ଅଧ୍ୟକ୍ଷ

ଆଇଏଏସ ଅଧିକାରୀ ତଥା ପୂର୍ବତନ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ପ୍ରୀତି ସୁଦାନ କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସସି)ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସମ୍ବିଧାନର ଧାରା…