ପ୍ରଥମ ରାଷ୍ଟ୍ରପତିଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରପତିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜନ୍ମବାର୍ଷିକ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଦିନ ରାଜେନ୍ଦ୍ର ପ୍ରସାଦଙ୍କୁ ରାଷ୍ଟ୍ରପତିଭବନରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଉପରାଷ୍ଟ୍ରପତି…