ଧନେଶ୍ବର ମୃତ୍ୟୁ ଘଟଣା: ପରିବାରର ଜଣଙ୍କୁ ଚାକିରି ଦେବାକୁ ପ୍ରତିଶ୍ରୁତି

କଟକ: ବଡ଼ମ୍ବାରେ ବନ ବିଭାଗ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ପରେ ଦେଖାଦେଇଛି ଉତ୍ତେଜନା। ଉତ୍ତ୍ୟକ୍ତ ଲୋକେ ବାଣପୁର ବିଟ୍‌ ହାଉସରେ ଭଙ୍ଗାରୁଜା ସହ ନିଆଁ ଲଗାଇ ଦେଇଛନ୍ତି।…