ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା

ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା। ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା । ଘଟଣା ଜଣାପଡିବା ପରେ ତାଙ୍କ ବାସଭବନରେ କଳାକାରଙ୍କ ଭିଡ ଲାଗିଛି…