୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି

ଭୁବନେଶ୍ବର: ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି l ଗସ୍ତ ସମୟରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି…