ରାଷ୍ଟ୍ରପତି ରାମନାଥ କୋଭିନ୍ଦଙ୍କ ବିଦାୟ ସମ୍ବର୍ଦ୍ଧନା

ରାଷ୍ଟ୍ରପତି ରାମନାଥ କୋଭିନ୍ଦଙ୍କୁ ଶନିବାର ଦିନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ସଂସଦର ସେଣ୍ଟ୍ରାଲ ହଲରେ ଆୟୋଜିତ ହୋଇଛି ସମ୍ବର୍ଦ୍ଧନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି, ଲୋକ ସଭା…