ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜିଉ

ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ସନ୍ଧ୍ୟା ଧୂପ ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ଜନ୍ମବେଦୀକୁ ପହଣ୍ଡି ବିଜେ କରିବେ…

ଶରଧାବାଲିରେ ପହଞ୍ଚିଲା ବଡଠାକୁରଙ୍କ ତାଳଧ୍ୱଜ ରଥ

ଶ୍ରୀ ଗୁଣ୍ଡିଚାମନ୍ଦିର ପାଖ ଶରଧାବାଲିରେ ପହଞ୍ଚିଛି ବଡଠାକୁରଙ୍କ ତାଳଧ୍ୱଜ ରଥ । ତାଙ୍କ ପଛେ ପଛେ ଘର୍ଘରନାଦ କରି ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ।…

ଗଡ଼ିଲା ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ

ଆଜି ଘୋଷଯାତ୍ରାର ଦ୍ୱିତୀୟ ଦିନ। ଚତୁର୍ଦ୍ଧା ମୂରତିଙ୍କର ନୀତିକାନ୍ତି ଶେଷ ପରେ ଗଡିଲାଣି ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ । ପଛେ ପଛେ ଆସୁଛି କାଳିଆ ସାଆଙ୍କ…

ଝୁଲିଝୁଲି ଆସୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ

ଆଜି ଅନେକ ନୀତିକାନ୍ତି ଥାଇ ମଧ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି । ପ୍ରଥମେ ଚକ୍ରାୟୁଧ ଶ୍ରୀସୁଦର୍ଶନ ମହାପ୍ରଭୁ ପହଣ୍ଡିରେ ଯାଇ ଦେବୀ…

ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ, ଦେବୀଦଳନ ରଥରେ ବିଜେ କରିଛନ୍ତି ଚକ୍ରରାଜ ଶ୍ରୀସୁଦର୍ଶନ

ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ମହାପ୍ରଭୁଙ୍କ ଆୟୁଧ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇଛି । ଭେରି ତୁରୀ ବାଦ୍ୟ, ହରିବୋଲ ଧ୍ୱନୀ ଭିତରେ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ…

ଆଜି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଶୁଭେଚ୍ଛା…

ପୁରୀ ଯାଇ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।…

ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା: ରତ୍ନବେଦୀରୁ ଜନ୍ମବେଦୀକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି

ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ସଜେଇ ହୋଇଛି ଶ୍ରୀକ୍ଷେତ୍ର। ଭକ୍ତମୟ ବଡ଼ଦାଣ୍ଡ। ରତ୍ନବେଦୀ ଛାଡି ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂର୍ତ୍ତି । ବଡ ଠାକୁରଙ୍କ ମାନବୀୟ ଲୀଳା ଦେଖିବ…

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ୩ ରଥ

ରାତି ପାହିଲେ ପୁରୀ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା। ସଜେଇ ହୋଇଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡରେ ଭକ୍ତଙ୍କ ଲାଗିଲାଣି ଗହଳି ଚହଳି । ଭକ୍ତଙ୍କୁ ଦର୍ଶନ ଦେବାକୁ ରତ୍ନସିଂହାସନ…