ଆଉ ତିନି ମାସ ପାଇଁ ଅତିରିକ୍ତ ଚାଉଳ ଯୋଗାଣ

ଭୁବନେଶ୍ବର:  ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…