ବିଷାକ୍ତ ମଦ ମୃତ୍ୟୁ ମାମଲାରେ ଆବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଚିକିଟି ବିଷାକ୍ତ ମଦ ମୃତ୍ୟୁ ମାମଲାରେ ଆବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା। ମଦ ମୃତ୍ୟୁ ମାମଲାରେ ଆରଡିସି ତଦନ୍ତ କରାଯିବ। ୨ମାସ ଭିତରେ ଆସିବ ତଦନ୍ତ…