ଆଜି ରେଖାପଞ୍ଚମୀ

ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଏହା ଏକ ଗୁପ୍ତନୀତି…