୭୫ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର

ନୂଆଦିଲ୍ଲୀ: ବେକାରୀ ସମସ୍ୟାରେ ଯୁଝୁଛି ଯୁବଶକ୍ତି। ଆଉ ଏତିକିବେଳେ ବର୍ଷକ ଭିତରେ ୧୦ ଲକ୍ଷ ଯୁବକ ଯୁବତୀଙ୍କୁ ସରକାରୀ ନିଯୁକ୍ତି ଦେବାକୁ ଆଗେଇ ଆସିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।…