ତେଲେଙ୍ଗାନା: ୧୨ ଛାଡିଲେ କଂଗ୍ରେସ

ହାଇଦ୍ରାବାଦ: ତେଲେଙ୍ଗାନା କଂଗ୍ରେସରେ ଝଡ। ରାଜ୍ୟ କଂଗ୍ରେସ କମିଟିରୁ ୧୨ ଜଣ ସଦସ୍ୟ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ ରାଜ୍ୟ କଂଗ୍ରେସ କମିଟିର ପୁନର୍ଗଠନ ହୋଇଥିଲା।…