ରାସ୍ତା କାମରେ ବ୍ୟାପକ ଅନିୟମିତତା ଅଭିଯୋଗ

ଭଦ୍ରକ:  କେନ୍ଦ୍ର ଓ ରାଜ୍ୟ ସରକାର ଗମନାଗମନ ସୁବିଧା ପାଇଁ ଗ୍ରାମାଞ୍ଚଳ ରାସ୍ତା ନିର୍ମାଣ ଓ ମରାମତି କରିବା ଦିଗରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି…