ଭିଜିଲାନ୍ସ ଜାଲରେ ସାଳନ୍ଦୀ ଅଧିକ୍ଷଣ ଯନ୍ତ୍ରୀ

ଭଦ୍ରକ:  ଭିଜିଲାନ୍ସ ଜାଲରେ ଭଦ୍ରକ ସାଳନ୍ଦୀ ଜଳ ସେଚନ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀମନ୍ତ ସେଠୀ। ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ମାଡି ବସିଥିବା ସୂଚନା ମିଳିଛି…