ପୂଜା ପାଇଁ ଆଗୁଆ ମିଳିବ ଦରମା

ସରକାରୀ କର୍ମଚାରୀଙ୍କ ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା…