ସାଲିଆ ସାହିରେ ଅବକାରୀ ବିଭାଗର ଚଢ଼ାଉ

ସାଲିଆ ସାହିରେ ପୁଣି ବୁଲିଲା ବୁଲଡୋଜର। ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ। ଇଡକୋ ଓ ନୀଳଚକ୍ରନଗରରେ ଅବକାରୀ ବିଭାଗ ଚଢ଼ାଉ କରିଛି। ଘଟଣାସ୍ଥଳରେ…